by ବିନୟ ମହାପାତ୍ର ✓ · 30 Jul 2019
ପ୍ରାଣେ ପ୍ରାଣବାୟୁ ତୁମେଇ ତ ଦେଲ, ଅନ୍ନମୟ ପିଣ୍ଡେ ପ୍ରତି କୋଷୀକାରେ, ତୁମେତ ବୋହୁଛ ପ୍ରତିକ୍ଷଣ ପ୍ରତି ମୁହୂର୍ତ୍ତରେ, ପ୍ରତିଟି ପ୍ରାଣୀର ପ୍ରତିଟି ନିଶ୍ୱାସକୁ ତୁମେ ତ ରୁଣି କରିଦେଲ ।
Loading comments…
Comments
Loading comments…