by ଓଡ଼ିଆ ଗଳ୍ପ ଓ କବିତା - ୧ ✓ · 14 Aug 2019
କହଇ କବିସୂର୍ଯ୍ୟ ନାଥ ନୁହ ଅଧୈର୍ଯ୍ୟ ଏଣିକି ମହତ ନ ଯାଉ ମୁଁ ତୁମ୍ଭ ପରିବାର, ଜାଣିଲେ କି ବିଚାର ଇତରେ ନ ଜାଣନ୍ତୁ ଆଉ, ହେ କୃପାନିଧି ଯେତେବେଳେ ମୋ ଅନ୍ତ ହେବ, ଏତିକି ମାତ୍ର ମୋତେ ଦେବ, ପରେ ତରାଟଦ୍ୱାର- ସୀମାରୁ ପରିହାର କରାଇ ଯହିଁ ତହିଁ ନେବ ହେ କୃପାନିଧି (12)
Loading comments…
Loading comments…