English
हिन्दी
বাংলা
ગુજરાતી
मराठी
ଓଡ଼ିଆ
தமிழ்
తెలుగు
ಕನ್ನಡ
മലയാളം
120
Log in
Sign up
✦
storymirror
120
Loading…
Home
Explore
+10
Rewards
Library
Me
StoryMirror - Read, Write, Share & Repeat
#ଭଲକର୍ମ
111 storys
ଜୀବନ
Lopamudra Parida · 6 min read · 152 reads
ମଠ , ମନ୍ଦିର, ବୃଦ୍ଧାଶ୍ରମେ ଛାଡିଦେଇ ତୋ ଜୀବନ ସଜାଡ" , ପ୍ରସ୍ତାବ ରେ ପୁଅ ଅରାଜି ହେଲା । ଏକାଜିଦ କା
Drama
ଭଲ ମଣିଷ
Subrat Kumar Muduli · 1 min read · 14.2K reads
କାଲି ବସରେ ଗାଁକୁ ଆସିବା ବେଳେ ହଠାତ ମୋ’ ନଜରରେ ପଡିଲା ଜଣେ ବୃଦ୍ଧ ଲୋକ ସିଟ ଖଣ୍ଡେ ପାଇଁ କଣ୍ଡକ୍ଟର ପାଖରେ କାକୁତି ମିନତି ହେଉଛନ୍ତି । ଅବିକଳ ତାଙ୍କ ଚେହେରା ମତେ ପିଲାଦିନେ ଚାହାଳିରେ ପଢାଇଥିବା ଶ୍ୟାମସାରଙ୍କ ଭଳି ଲାଗୁଥିଲା । ମୋ’ ଆଖି ଆଗରେ ନାଚୁଥିଲା ଶ୍ୟାମସାରଙ୍କ କଥା । ସେତେ ବେଳେ ପ୍ରାୟତଃ ଶ୍ୟାମସାର ସବୁ ପିଲାଙ୍କୁ ପଚାରୁଥିଲେ ....... ତମେ ବଡ ହେଲେ କ’ଣ ହେବ । ସବୁପିଲା ବିଭିନ୍ନ ଉତ୍ତର ଦେଲା ବେଳେ ମୁଁ କହୁଥିଲି ମୁଁ ବଡ ହେଲେ ଜଣେ ଭଲ ମଣିଷ ହେବି ବୋଲି ଆଉ ପ୍ରତ୍ୟେକ ଥର ସେ ମତେ ଭଲ ମଣିଷର ମାନେ ପଚାରିବା ବେଳେ ମୁଁ କହୁଥିଲି .... ଯିଏ ବାପା ମା’ଙ୍କୁ ବେଶି ଭଲପାଏ ସେ ହିଁ ଭଲ ମଣିଷ । ସାରଙ୍କୁ ଦେଇଥିବା କଥା ସାରାଜୀବନ ରଖିବାକୁ ମୁଁ ସର୍ବଦା ଚେଷ୍ଟା କରିଛି ହେଲେ କେତେ ସଫଳ ମୁଁ ଜାଣିନି । ଆଉ ବେଶି ଭାବିଲିନି ବୃଦ୍ଧ ଲୋକଟିକୁ ଯାଚିକରି ମୋ’ ସିଟଟି ଦେଲାରୁ ସେ ମତେ କହିଲେ ....ଏତେ ଲୋକଙ୍କ ଭିତରେ ତୁ ଗୋଟେ ଭଲ ମଣିଷ । ବାଟ ପାଖେଇ ଆସୁଥିଲା ଫୋନ ରିଂ ରେ ବାସ୍ତବତାକୁ ଫେରିଲି । ମୋ’ ସ୍ତ୍ରୀ ମତେ ଫୋନ କରି ଘରକୁ ଆସିବାକୁ ପଚାରୁଥିଲା ମୁଁ କିନ୍ତୁ ତାକୁ ବୋକା ବନେଇ ତା’ ଇଚ୍ଛା ବିରୁଦ୍ଧରେ ଗାଁକୁ ଫେରୁଥିଲି ବାପା ମା’ଙ୍କ ପାଖକୁ । କଥାଥିଲା ସ୍ତ୍ରୀକୁ ନେଇ ଆଜି ଇଭନିଂ ଶୋ ସିନେମା ଦେଖେଇବା ପାଇଁ । ସେ ମତେ ଗାଳି ଦେଇ କହୁଥିଲା ମୁଁ କାଳେ ଗୋଟେ ଅମଣିଷ ମୁଁ କିନ୍ତୁ ବେଦମ ହସୁଥିଲି ମୋ’ ମଣିଷ ପଣିଆକୁ ଯତ କିଞ୍ଚିତ ବଞ୍ଚେଇ ରଖିବାର ପ୍ରୟାସରେ ।
Others
ରାକ୍ଷୀ ଭାଗ ସପ୍ତମ
Akshayakumar Dash · 1 min read · 1 reads
ଶ୍ରୀୟା ଆଳୁଖଣ୍ଡେ ଚାମଚରେ ନେଇ ବରାସହିତ ଖାଉଥାଏ।କହିଲା ବହୁତ ଭଲ।
Others
ସାଧବ ବୋହୂ
sasmita sahu · 3 min read · 2K reads
ସେମାନେ କଣ ସ୍ୱଚ୍ଛଳ ଜୀବନଯାପନ କରନ୍ତି ନାହିଁ.... ହଁ ହୁଏତ ସେମାନେ ଗରା ଗରା କ୍ଷୀର ନେଇ ଶିବଲିଙ୍ଗ ଅଭିଷେକ କରନ୍ତି ନାହିଁ।
Others
ଗୃହଲକ୍ଷ୍ମୀ
SUKANTA KHANDA · 2 min read · 149 reads
ଗୃହଲକ୍ଷ୍ମୀ
Others
ସରଯୂ ନଦୀର ତୀରେ (୪୬)
Kulamani Sarangi · 4 min read · 318 reads
ସରଯୂ ନଦୀର ତୀରେ (୪୬)
Classics
Loading…
Next page →