by Prasanta Kumar Behera ✓ · 12 Jul 2019
ଝିଅଟି ଏବେ ଜୀବନ ବିକଳରେ ତା' ଦେହରେ ଥିବା ସବୁ ସୁନା ଜିନିଷ କାଢୁଥାଏ ଆଉ ତା' ସହିତ କଇଁ କଇଁ ହୋଇ କାନ୍ଦୁଥାଏ l ସେମାନେ ସବୁ ଜିନିଷ ପତ୍ର ନେବା ସହିତ ଝିଅର ଭ୍ୟାନିଟ୍ ବ୍ୟାଗ୍, ପୁଅର ମନିପର୍ସ ସହିତ ଉଭୟଙ୍କ ମୋବାଇଲ୍ ସେଟ୍ ନେଇଯିବା ସହିତ ମୋତେ ମୋ ମୋବାଇଲ୍ ମାଗିଲେ l
Loading comments…
Comments
Loading comments…