by Ansuman Swain ✓ · 15 Apr 2021
ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ ।
Loading comments…
Loading comments…