ହି ସମୟରେ ଜଣେ ସାଧାରଣ ମହିଳା ରୁଗ୍ଣ । ଅସହାୟ ଓ ଆହତମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ । ତାଙ୍କ ଉତ୍ସର୍ଗୀକୃତ ସେବା ଯୋଗୁଁ ସେ ସମସ୍ତଙ୍କଠାରେ ଆଦରଣୀୟା ଥିଲେ । ତାଙ୍କ ବିୟୋଗ ପରେ, ତାଙ୍କର ସୁକନ୍ୟା ଆନ୍ନା ଜାର୍ଭିସ୍ ନିଜର ସ୍ନେହମୟୀ ମାଆଙ୍କର ସ୍ମୃତି ରକ୍ଷା ନିମେନ୍ତ ପ୍ରଥମ ଥର ପାଇଁ ପାଳନ କରିଥିଲେ ‘ମାତୃ ଦିବସ’ ।
Loading comments…