by Subal Mohapatra ✓ · 3 Aug 2020
ସୁଶ୍ରୀ - ଭାଇ, ରାକ୍ଷୀ ରେ ମୋତେ କଥା ଦେ ଯେ, ମାମା ଓ ବାବା ଙ୍କୁ କେବେ ବି ଵୃଦ୍ଧାଶ୍ରମ ରେ ଛାଡ଼ିବୁନି। ଅନିମେଶ- ଠିକ ଅଛି, କିନ୍ତୁ ତୁ ବି ମୋତେ କଥା ଦେ, ତୁ ବି କେବେ ତୋ ସ୍ୱାମୀ କୁ ତା ବାପା ମାଙ୍କ ଠାରୁ ଅଲଗା କରିବୁନି"
Loading comments…
Comments
Loading comments…