by ଓଡ଼ିଆ ଗଳ୍ପ ଓ କବିତା - ୨ ✓ · 27 Sept 2018
ଆକାଶକୁ ଚାହିଁଲା, ପହରିକିଆ ତାରାଟିରୁ ଧକ ଧକ ହୋଇ କିରଣ ବାହାରୁଛି । ଏକ ଧ୍ୟାନରେ ରେବତୀ ସେହି ତାରାକୁ ଚାହିଁଅଛି, ଆଖିରେ ଆଉ ପଲକ ପଡ଼ୁ ନାହିଁ ।
Loading comments…
Loading comments…